ପ୍ରେରିତ 22:21 - ପବିତ୍ର ବାଇବଲ21 “କିନ୍ତୁ ପ୍ରଭୁ ମୋତେ କହିଲେ, ‘ତୁମ୍ଭେ ଯାଅ। ମୁଁ ତୁମ୍ଭକୁ ବହୁତ ଦୂର ଅଣଯିହୂଦୀ ଦେଶଗୁଡ଼ିକୁ ପଠାଇବି।’” Viz kapitolaପବିତ୍ର ବାଇବଲ (Re-edited) - (BSI)21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ବିଜାତିମାନଙ୍କ ନିକଟକୁ ପ୍ରେରଣ କରିବୁ। Viz kapitolaଓଡିଆ ବାଇବେଲ21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ । Viz kapitolaପବିତ୍ର ବାଇବଲ (CL) NT (BSI)21 ପ୍ରଭୁ ମୋତେ କହିଲେ, ‘ଯାଅ, ମୁଁ ତୁମକୁ ବହୁତ ଦୂରକୁ ଅଣଇହୁଦୀମାନଙ୍କ ନିକଟକୁ ପଠାଇବି’।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସେଥିରେ ସେ ମୋତେ କହିଲେ, “ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୁଦୀମାନଙ୍କ ନିକଟକୁ ପଠାଇବୁ।” Viz kapitola |