ପ୍ରେରିତ 22:23 - ପବିତ୍ର ବାଇବଲ23 ସେମାନେ ଚିତ୍କାର କରି ନିଜ ନିଜ ଲୁଗାପଟା ବାହାର କରି ଫୋପାଡ଼ି ଦେଲେ ଓ ଶୂନ୍ୟକୁ ଧୂଳି ଫୋପାଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ଯେତେବେଳେ ସେମାନେ ଚିତ୍କାର କରି ଆପଣା ଆପଣା ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, Viz kapitolaଓଡିଆ ବାଇବେଲ23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, Viz kapitolaପବିତ୍ର ବାଇବଲ (CL) NT (BSI)23 ସେମାନେ ଚିକ୍ରାର କରୁଥିଲେ, ଲୁଗା ଉଡ଼ାଇ ଥିଲେ ଓ ଉପରକୁ ଧୂଳି ଫିଙ୍ଗୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ, Viz kapitola |