Online Bible

- Reklamy -




ପ୍ରେରିତ 22:26 - ପବିତ୍ର ବାଇବଲ

26 ଏ କଥା ଅଧିକାରୀ ଶୁଣି ସେନାଧ୍ୟକ୍ଷଙ୍କୁ ଜଣାଇଲେ। ଅଧିକାରୀ କହିଲେ, “ତୁମ୍ଭେ ଜାଣ, ତୁମ୍ଭେ କ’ଣ କରୁଛ? ଏ ଲୋକ ଜଣେ ରୋମୀୟ ନାଗରିକ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ସେହି ଶତସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କʼଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।

Viz kapitola kopírovat

ଓଡିଆ ବାଇବେଲ

26 ସେହି ଶତସେନାପତି ଏହା ଶୁଣି ସହସ୍ର ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କ'ଣ କରିବାକୁ ଯାଉଅଛନ୍ତି ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ଏହା ଶୁଣି କର୍ମଚାରୀ ଯାଇ ସୈନ୍ୟାଧ୍ୟକ୍ଷଙ୍କୁ କହିଲେ, “ଆପଣ କ’ଣ କରୁଛନ୍ତି? ଏ ଲୋକ ଯେ ଜଣେ ରୋମୀୟ ନାଗରିକ!”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ସେହି ଶତ-ସେନାପତି ଏହା ଶୁଣି ସହସ୍ର-ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କଅଣ କରିବାକୁ ଯାଉଅଛନ୍ତି? ଏହି ଲୋକ ତ ଜଣେ ରୋମୀୟ।

Viz kapitola kopírovat




ପ୍ରେରିତ 22:26

Následuj nás:

Reklamy


Reklamy