ପ୍ରେରିତ 22:8 - ପବିତ୍ର ବାଇବଲ8 “ମୁଁ ପଗ୍ଭରିଲି, ‘ଆପଣ କିଏ, ପ୍ରଭୁ?’ ସେ ମୋତେ କହିଲେ, ‘ମୁଁ ସେହି ନାଜରିତୀୟ ଯୀଶୁ, ଯାହାକୁ ତୁମ୍ଭେ ତାଡ଼ନା କରୁଅଛ।’ Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ଉତ୍ତର ଦେଲି, ପ୍ରଭୋ, ଆପଣ କିଏ? ତେଣୁ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି। Viz kapitolaଓଡିଆ ବାଇବେଲ8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି । Viz kapitolaପବିତ୍ର ବାଇବଲ (CL) NT (BSI)8 ମୁଁ ପଚାରିଲି, ‘ପ୍ରଭୁ, ଆପଣ କିଏ? ସେ ମୋତେ କହିଲେ, ‘ତୁମେ ଯାହାଙ୍କୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ନାଜରିତର ଯୀଶୁ।’ Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ? ସେଥିରେ ସେ ମୋତେ କହିଲେ, “ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି।” Viz kapitola |