ପ୍ରେରିତ 23:21 - ପବିତ୍ର ବାଇବଲ21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାଙ୍କୁ ବଧ ନ କରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ଆପଣା ଆପଣାକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି। Viz kapitolaଓଡିଆ ବାଇବେଲ21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)21 କିନ୍ତୁ ସେମାନଙ୍କ କଥା ଶୁଣନ୍ତୁ ନାହିଁ; କାରଣ ଚାଳିଶ ଜଣରୁ ଅଧିକ ଲୋକ ତାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ଭୋଜନ ପାନ କରିବେ ନାହିଁ ବୋଲି ଶପଥ ନେଇ ଛକି ରହିଛନ୍ତି। ବର୍ତ୍ତମାନ ସେମାନେ ଆପଣଙ୍କ ନିଷ୍ପତ୍ତିକୁ ଅପେକ୍ଷା କରି ପ୍ରସ୍ତୁତ ରହିଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଣୁ ଆପଣ ସେମାନଙ୍କ କଥାରେ ସମ୍ମତ ହେବେ ନାହିଁ, କାରଣ ତାହାଙ୍କୁ ବଧ ନ କରିବା ଯାଏ ଅନ୍ନଜଳ ସ୍ପର୍ଶ କଲେ ଅଭିଶପ୍ତ ହେବେ ବୋଲି ନିଜ ନିଜକୁ ଶପଥରେ ଆବଦ୍ଧ କରି ଚାଳିଶ ଜଣରୁ ଅଧିକ ଲୋକ ତାହାଙ୍କୁ ଛକି ରହିଅଛନ୍ତି, ଆଉ ଏବେ ସେମାନେ ଆପଣଙ୍କଠାରୁ ଅନୁମତି ପାଇବା ନିମନ୍ତେ ଅପେକ୍ଷା କରି ପ୍ରସ୍ତୁତ ହୋଇ ରହିଅଛନ୍ତି। Viz kapitola |