ପ୍ରେରିତ 23:23 - ପବିତ୍ର ବାଇବଲ23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପରେ ସେ ଦୁଇ ଜଣ ଶତସେନାପତିଙ୍କି ଡାକି କହିଲେ, କାଇସରିଆ ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶତ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶତ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। Viz kapitolaଓଡିଆ ବାଇବେଲ23 ପରେ ସେ ଦୁଇ ଜଣ ଶତ ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର । Viz kapitolaପବିତ୍ର ବାଇବଲ (CL) NT (BSI)23 ସେନାଧ୍ୟକ୍ଷ ତାଙ୍କର ଅଧୀନସ୍ଥ ଦୁଇ ଜଣ କର୍ମଚାରୀଙ୍କୁ ଡକାଇ କହିଲେ, “ଆଜି ରାତି ନଅଟା ସୁଦ୍ଧା ସିସେରିଆକୁ ଯିବା ପାଇଁ ସତୁରି ଜଣ ଅଶ୍ୱାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କ ସହିତ ଦୁଇ ଶହ ପଦାତିକ ସୈନ୍ୟଙ୍କୁ ପ୍ରସ୍ତୁତ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପରେ ସେ ଦୁଇ ଜଣ ଶତ-ସେନାପତିଙ୍କୁ ଡାକି କହିଲେ, କାଇସରିୟା ପର୍ଯ୍ୟନ୍ତ ଯିବା ନିମନ୍ତେ ରାତ୍ର ତିନି ଘଟିକା ସମୟରେ ଦୁଇ ଶହ ସୈନ୍ୟ, ସତୁରି ଜଣ ଅଶ୍ଵାରୋହୀ ଓ ଦୁଇ ଶହ ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। Viz kapitola |