ପ୍ରେରିତ 23:24 - ପବିତ୍ର ବାଇବଲ24 ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀକ୍ସଙ୍କ ପାଖରେ ଉପସ୍ଥିତ କରାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ପୁଣି, ସେମାନେ ଯେପରି ପାଉଲଙ୍କୁ ବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସଙ୍କ ନିକଟକୁ ନିରାପଦରେ ଘେନିଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଜ୍ଞା ଦେଲେ। Viz kapitolaଓଡିଆ ବାଇବେଲ24 ପୁଣି, ସେମାନେ ଯେପରି ପାଉଲଙ୍କୁ ବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)24 ପାଉଲଙ୍କ ଯାତ୍ରା ନିମନ୍ତେ କେତେକ ଅଶ୍ୱ ଦିଅ ଓ ନିରାପଦରେ ତାଙ୍କୁ ରାଜ୍ୟପାଳ ଫେଲିକ୍ସ୍ଙ୍କ ନିକଟକୁ ନେଇଯାଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପୁଣି, ସେମାନେ ଯେପରି ପାଉଲଙ୍କୁ ଅଶ୍ବବାହନ ଉପରେ ବସାଇ ଶାସନକର୍ତ୍ତା ଫେଲୀକ୍ସ୍ଙ୍କ ନିକଟକୁ ନିରାପଦରେ ନେଇଯାଆନ୍ତି, ଏଥିପାଇଁ ତାହା ଆୟୋଜନ କରିବା ନିମନ୍ତେ ସେ ଆଦେଶ ଦେଲେ। Viz kapitola |