ପ୍ରେରିତ 23:29 - ପବିତ୍ର ବାଇବଲ29 ତା'ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ପ୍ରାଣଦଣ୍ତ ବା ବନ୍ଧନଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ଵନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି। Viz kapitolaଓଡିଆ ବାଇବେଲ29 ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି । Viz kapitolaପବିତ୍ର ବାଇବଲ (CL) NT (BSI)29 କିନ୍ତୁ ସେ ମୃତ୍ୟୁଦଣ୍ଡ ବା କାରାଦଣ୍ଡ ଭୋଗ କରିବା ଭଳି କୌଣସି କାର୍ଯ୍ୟ କରି ନାହିଁ ବୋଲି ମୁଁ ଜାଣିପାରିଲି। ତାହା ବିରୁଦ୍ଧରେ ହୋଇଥିବା ଅଭିଯୋଗଗୁଡ଼ିକ ସେମାନଙ୍କର ଧର୍ମ ସଂକ୍ରାନ୍ତୀୟ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପ୍ରାଣଦଣ୍ଡ ବା ବନ୍ଧନ ଯୋଗ୍ୟ କୌଣସି ବିଷୟ ଏହାର ବିରୁଦ୍ଧରେ ଅଭିଯୋଗ କରା ନ ଯାଇ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ବିଷୟରେ ଅଭିଯୋଗ କରାଯାଉଅଛି ବୋଲି ମୁଁ ବୁଝିଲି। Viz kapitola |