ପ୍ରେରିତ 23:4 - ପବିତ୍ର ବାଇବଲ4 ପାଉଲଙ୍କ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, “ତୁମ୍ଭେ ପରମେଶ୍ୱରଙ୍କର ମହାଯାଜକଙ୍କୁ ସେପରି କଥା କହିପାରିବ ନାହିଁ। ତୁମ୍ଭେ ଏପରି କହି ତାହାଙ୍କୁ ଅପମାନ କରୁଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ସେଥିରେ ପାଖରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ଵରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ? Viz kapitolaଓଡିଆ ବାଇବେଲ4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ୱରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ ? Viz kapitolaପବିତ୍ର ବାଇବଲ (CL) NT (BSI)4 ପାଉଲଙ୍କ ନିକଟରେ ଥିବା ଲୋକମାନେ ତାଙ୍କୁ କହିଲେ, “ତୁମେ ଈଶ୍ୱରଙ୍କ ପ୍ରଧାନ ଯାଜକଙ୍କୁ ଅପମାନ କରୁଛ!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ? Viz kapitola |