ପ୍ରେରିତ 24:16 - ପବିତ୍ର ବାଇବଲ16 ସେଥିପାଇଁ ମୁଁ ପରମେଶ୍ୱର ଓ ଲୋକମାନଙ୍କ ପାଖରେ ଯାହା ଠିକ୍ ବୋଲି ଅନୁଭବ କରେ, ତାହା ଅନୁଯାୟୀ କାର୍ଯ୍ୟ କରିବା ପାଇଁ ସର୍ବଦା ଚେଷ୍ଟା କରେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ଵରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯନି କରୁଥାଏ। Viz kapitolaଓଡିଆ ବାଇବେଲ16 ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ । Viz kapitolaପବିତ୍ର ବାଇବଲ (CL) NT (BSI)16 ତେଣୁ ଈଶ୍ୱର ଓ ମନୁଷ୍ୟ ସାକ୍ଷାତରେ ନିର୍ମଳ ବିବେକ ଅନୁଯାୟୀ ଆଚରଣ କରିବା ପାଇଁ ମୁଁ ସର୍ବଦା ପ୍ରାଣପଣ କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ। Viz kapitola |