Online Bible

- Reklamy -




ପ୍ରେରିତ 24:18 - ପବିତ୍ର ବାଇବଲ

18 ମୁଁ ମନ୍ଦିରରେ ନିଜକୁ ଶୁଚି କରିବାକୁ ଯାଇଥିଲି। ଶୁଚିକରଣ ଉତ୍ସବ ସରିଗଲାପରେ କେତେକ ଯିହୂଦୀମାନେ ସେଠାରେ ମୋତେ ଦେଖିଲେ। ମୁଁ ସେଠାରେ କୌଣସି ଗଣ୍ଡଗୋଳ ସୃଷ୍ଟି କରି ନାହିଁ କି ମୋ’ ସହିତ କୌଣସି ଲୋକ ମଧ୍ୟ ନ ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଥିଲେ; ମୁଁ କୌଣସି ଜନତା କିମ୍ଵା ଗଣ୍ତଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୁଦୀ ଥିଲେ;

Viz kapitola kopírovat

ଓଡିଆ ବାଇବେଲ

18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଆସିଆର କେତେକ ଯିହୂଦୀ ଥିଲେ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

18 ମୁଁ ଶୁଚିକରଣ ବିଧି ଶେଷ କରୁଥିବା ସମୟରେ ସେମାନେ ମୋତେ ମନ୍ଦିରରେ ଦେଖିଲେ। ସେତେବେଳେ ମୋ’ ନିକଟରେ ଜନସମାବେଶ ନ ଥିଲା କିମ୍ବା କୌଣସି ବିଶୃଙ୍ଖଳା ସୃଷ୍ଟି ହୋଇ ନ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;

Viz kapitola kopírovat




ପ୍ରେରିତ 24:18

Následuj nás:

Reklamy


Reklamy