Online Bible

- Reklamy -




ପ୍ରେରିତ 24:21 - ପବିତ୍ର ବାଇବଲ

21 ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋ‌ର୍‌‌ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି, ତାହା ଏମାନେ ନିଜେ କହନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

21 ଅବଶ୍ୟ ମୁଁ ଗୋଟଏ କଥା କରିଥିଲି: ସେମାନଙ୍କ ସମ୍ମୁଖରେ ଛିଡ଼ା ହୋଇଥିବା ସମୟରେ ମୁଁ ଦୃଢ଼ଭାବେ କହିଥିଲି, ‘ମୃତମାନେ ପୁନର୍ଜୀବିତ ହେବେ ବୋଲି ମୁଁ ବିଶ୍ୱାସ କରିଥିବାରୁ ଆଜି ଆପଣମାନଙ୍କ ଦ୍ୱାରା ବିଚାରିତ ହେଉଛି’।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।

Viz kapitola kopírovat




ପ୍ରେରିତ 24:21

Následuj nás:

Reklamy


Reklamy