ପ୍ରେରିତ 24:24 - ପବିତ୍ର ବାଇବଲ24 କିଛି ଦିନ ପରେ ଫେଲୀକ୍ସ୍ ତାହାଙ୍କ ସ୍ତ୍ରୀ ଦ୍ରୁସିଲ୍ଲାଙ୍କୁ ନେଇ ଆସିଲେ। ସେ ଯିହୂଦୀ ଥିଲେ। ଫେଲୀକ୍ସ୍ ପାଉଲଙ୍କୁ ଡକାଇ ତାହାଙ୍କଠାରୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟରେ ଶୁଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କେତେକ ଦିନ ପରେ ଫେଲୀକ୍ସ୍, ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ଵାସ ବିଷୟ ତାଙ୍କଠାରୁ ଶୁଣିଲେ। Viz kapitolaଓଡିଆ ବାଇବେଲ24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୂଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ । Viz kapitolaପବିତ୍ର ବାଇବଲ (CL) NT (BSI)24 କିଛିଦିନ ପରେ ଫେଲିକ୍ସ୍ ତାଙ୍କର ଇହୁଦୀୟା ସ୍ତ୍ରୀ ଦ୍ରୁସିଲାଙ୍କ ସହିତ ଆସିଲେ, ସେ ପାଉଲଙ୍କୁ ଡକାଇ ଯୀଶୁଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ସମ୍ପର୍କରେ ତାଙ୍କ କଥା ଶୁଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ। Viz kapitola |