ପ୍ରେରିତ 24:27 - ପବିତ୍ର ବାଇବଲ27 କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ୟପାଳ ହେଲେ। ଫେଲୀକ୍ସ୍ ଆଉ ରାଜ୍ୟପାଳ ପଦରେ ରହିଲେ ନାହିଁ। ତେଣୁ ଫେଲୀକ୍ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥାରେ କାରାଗାରରେ ରଖି ଗ୍ଭଲିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟ, ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ। Viz kapitolaଓଡିଆ ବାଇବେଲ27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୂଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)27 ଏହିପରି ଦୁଇବର୍ଷ ଅତିବାହିତ ହେବା ପରେ ପୋର୍କିୟସ ଫେଷ୍ଟସ୍ ଫେଲିକ୍ସ୍ଙ୍କ ସ୍ଥାନରେ ରାଜ୍ୟପାଳ ରୂପେ ନିଯୁକ୍ତ ହେଲେ। ଫେଲିକ୍ସ୍ ଇହୁଦୀମାନଙ୍କର ପ୍ରିୟ ପାତ୍ର ହେବା ପାଇଁ ଲାଳାୟିତ ଥିବାରୁ ପାଉଲଙ୍କୁ ମୁକ୍ତ ନ କରି କାରାଗାରରେ ଛାଡ଼ି ଚାଲିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ। Viz kapitola |