ପ୍ରେରିତ 24:6 - ପବିତ୍ର ବାଇବଲ6 ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ [ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ। Viz kapitolaଓଡିଆ ବାଇବେଲ6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣଙ୍କ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେ ଆମ ମନ୍ଦିରକୁ ଅପବିତ୍ର କରିବାକୁ ଚେଷ୍ଟା କଲାବେଳେ ଆମେ ତାକୁ ଗିରଫ କଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ। Viz kapitola |