ପ୍ରେରିତ 25:20 - ପବିତ୍ର ବାଇବଲ20 ମୁଁ ଏ ସବୁ ବିଷୟରେ ବେଶି ଜାଣି ନ ଥିଲି। ତେଣୁ ମୁଁ କିଛି ପ୍ରଶ୍ନ ପଗ୍ଭରିଲି ନାହିଁ। ମୁଁ ପାଉଲଙ୍କୁ ପଗ୍ଭରିଲି, ‘ଏହି ଅଭିଯୋଗଗୁଡ଼ିକର ବିଗ୍ଭର ପାଇଁ ତୁମ୍ଭେ ଯିରୁଶାଲମ ଯିବାକୁ ଗ୍ଭହୁଁଛ କି?’ Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏହିସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲମକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି। Viz kapitolaଓଡିଆ ବାଇବେଲ20 ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି । Viz kapitolaପବିତ୍ର ବାଇବଲ (CL) NT (BSI)20 ଏହି ସମସ୍ତ ବିଷୟ ଆହୁରି ପ୍ରାଞ୍ଜଳଭାବେ ଜାଣିବା ନିମନ୍ତେ କ’ଣ କରିବାକୁ ହେବ, କିଛି ସ୍ଥିର କରି ନ ପାରି ଏହି ଅଭିଯୋଗରେ ବିଚାରିତ ହେବା ପାଇଁ ପାଉଲ ଯିରୂଶାଲମ ଯିବେ କି ବୋଲି ମୁଁ ତାଙ୍କୁ ପଚାରିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲମ ସହରକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି। Viz kapitola |