ପ୍ରେରିତ 25:23 - ପବିତ୍ର ବାଇବଲ23 ତହିଁ ଆରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହାଆଡ଼ମ୍ବରେ ଉଚ୍ଚପଦସ୍ଥ ସାମରିକ କର୍ମଗ୍ଭରି ତଥା ନଗରର ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଗ୍ଭରାଳୟରେ ପ୍ରବେଶ କଲେ। ଫେଷ୍ଟଙ୍କ ଆଦେଶ ଅନୁଯାୟୀ ପାଉଲଙ୍କୁ ସେଠାକୁ ଅଣାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବିଷ୍ଟ ହୁଅନ୍ତେ, ଫେଷ୍ଟଙ୍କ ଆଜ୍ଞା ଅନୁସାରେ ପାଉଲ ଅଣାଗଲେ। Viz kapitolaଓଡିଆ ବାଇବେଲ23 ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ ଆଦେଶ ଅନୁସାରେ ପାଉଲ ଅଣାଗଲେ । Viz kapitolaପବିତ୍ର ବାଇବଲ (CL) NT (BSI)23 ତହିଁ ଆରଦିନ ଆଗ୍ରୀପା ଓ ବର୍ଣ୍ଣିସ୍ ସୈନ୍ୟବାହିନୀର ମୁଖ୍ୟ ଓ ନଗରର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହିତ ମହା ଆଡ଼ମ୍ବରରେ ଆସି ବିଚାରାଳୟରେ ପ୍ରବେଶ କଲେ। ଫେଷ୍ଟସ୍ଙ୍କ ଆଦେଶରେ ପାଉଲ ଭିତରକୁ ଅଣାଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ। Viz kapitola |