Online Bible

- Reklamy -




ପ୍ରେରିତ 25:24 - ପବିତ୍ର ବାଇବଲ

24 ତା'ପରେ ଫେଷ୍ଟ କହିଲେ, “ହେ ରାଜା ଆଗ୍ରି‌‌ପ୍‌‌ପା ଓ ଉପସ୍ଥିତ ଭଦ୍ର ବ୍ୟକ୍ତି ବୃନ୍ଦ, ଏ ହେଉଛନ୍ତି ସେହି ଲୋକ, ଯାହାଙ୍କ ବିଷୟରେ ଉଭୟ ଯିରୁଶାଲମ ଓ ଏଠାରେ ଥିବା ସମସ୍ତ ଯିହୂଦୀୟ ଲୋକମାନେ ମୋ’ ନିକଟରେ ଚିତ୍କାର କରି ଆବେଦନ କରିଛନ୍ତି ଯେ, ତାହାକୁ ଆଉ ବଞ୍ଚିରହିବାକୁ ଦିଆ ନ ଯାଉ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ସେଥିରେ ଫେଷ୍ଟ କହିଲେ, ହେ ରାଜନ୍ ଆଗ୍ରିପ୍‍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖୁଅଛନ୍ତି; ଏହା ବିରୁଦ୍ଧରେ ଯିରୂଶାଲମରେ ଓ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାʼର ଆଉ ବଞ୍ଚି ରହିବା ଉଚିତ ନୁହେଁ ବୋଲି ଚିତ୍କାର କଲେ।

Viz kapitola kopírovat

ଓଡିଆ ବାଇବେଲ

24 ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମରେ ଏହି ସ୍ଥାନରେ ମଧ୍ୟ ଯିହୂଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ ନୁହେଁ ବୋଲି ଚିତ୍କାର କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

24 ଫେଷ୍ଟସ୍ କହିଲେ, “ରାଜା ଆଗ୍ରୀପା ଓ ଉପସ୍ଥିତ ଭଦ୍ରମଣ୍ଡଳୀ, ଆପଣମାନେ ଏହି ଯେଉଁ ଲୋକକୁ ଦେଖୁଛନ୍ତି, ତାହା ବିରୁଦ୍ଧରେ ଏଠାକାର ଓ ଯିରୂଶାଲମରେ ଥିବା ଇହୁଦୀମାନେ ମୋ’ ନିକଟରେ ଅଭିଯୋଗ କରିଛନ୍ତି। ସେମାନେ ତା’ର ମୃତ୍ୟୁ ଦାବୀ କରି ଚିକ୍ରାର କରୁଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।

Viz kapitola kopírovat




ପ୍ରେରିତ 25:24

Následuj nás:

Reklamy


Reklamy