ପ୍ରେରିତ 25:25 - ପବିତ୍ର ବାଇବଲ25 କିନ୍ତୁ ମୁଁ ଯେତେବେଳେ ତାହାଙ୍କର ବିଗ୍ଭର କଲି ସେତେବେଳେ ତାହାଙ୍କର କିଛି ଭୁଲ୍ ଦେଖିଲି ନାହିଁ। ତାହାଙ୍କୁ ମୃତ୍ୟୁଦଣ୍ଡ ଦେଲା ଭଳି କୌଣସି କାରଣ ଦେଖିଲି ନାହିଁ। ସେ ସମ୍ରାଟଙ୍କ ନିକଟରେ ବିଗ୍ଭରିତ ହେବା ପାଇଁ ଆବେଦନ କରିଥିବାରୁ ମୁଁ ତାହାକୁ ରୋମ୍ ପାଠାଇବା ପାଇଁ ସ୍ଥିର କଲି। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ସେ ମୃତ୍ୟୁଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାକୁ ପଠାଇବା ନିମନ୍ତେ ସ୍ଥିର କଲି। Viz kapitolaଓଡିଆ ବାଇବେଲ25 କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି । Viz kapitolaପବିତ୍ର ବାଇବଲ (CL) NT (BSI)25 କିନ୍ତୁ ସେ ମୃତ୍ୟୁଦଣ୍ଡ ପାଇବା ଭଳି କରିଥିବା କୌଣସି ଅପରାଧ ମୁଁ ଦେଖି ନାହିଁ। ସେ ନିଜେ ସମ୍ରାଟଙ୍କୁ ଆବେଦନ କରିଥିବାରୁ, ମୁଁ ତାହାଙ୍କୁ ସେଠାକୁ ପଠାଇବା ପାଇଁ ସ୍ଥିର କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି। Viz kapitola |