Online Bible

- Reklamy -




ପ୍ରେରିତ 25:27 - ପବିତ୍ର ବାଇବଲ

27 ତେଣୁ ମୁଁ ଭାବୁଛି, ଜଣେ ବନ୍ଦୀ ବିରୁଦ୍ଧରେ କୌଣସି ଅଭିଯୋଗ ନ ଲେଖି ସମ୍ରାଟଙ୍କ ପାଖକୁ ପଠାଇବା ମୋର ମୂର୍ଖାମୀ ହେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 କାରଣ ବନ୍ଦୀକି ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।

Viz kapitola kopírovat

ଓଡିଆ ବାଇବେଲ

27 କାରଣ ବନ୍ଦୀକି ପଠାଇବା ସମୟରେ ତା' ବିରୁଦ୍ଧରେ ଅଭିଯୋଗ ଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

27 କାରଣ ଗୋଟିଏ ବନ୍ଦୀ ବିରୁଦ୍ଧରେ ଥିବା ଅଭିଯୋଗଗୁଡ଼ିକ ପରିଷ୍କାରଭାବେ ନ ଦର୍ଶାଇ ତାକୁ ସମ୍ରାଟଙ୍କ ନିକଟକୁ ପଠାଇବା ଠିକ୍ ହେବ ନାହିଁ ବୋଲି ମୁଁ ମନେ କରୁଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କାରଣ ବନ୍ଦୀକୁ ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।

Viz kapitola kopírovat




ପ୍ରେରିତ 25:27

Následuj nás:

Reklamy


Reklamy