ପ୍ରେରିତ 25:3 - ପବିତ୍ର ବାଇବଲ3 ସେମାନେ ପାଉଲଙ୍କୁ ଯିରୁଶାଲମକୁ ପଠାଇଦେବା ପାଇଁ ତାହାଙ୍କୁ ଅନୁରୋଧ କଲେ। କାରଣ ସେମାନେ ତାହାଙ୍କୁ ରାସ୍ତାରେ ହତ୍ୟା କରିବାର ଷଡ଼ଯନ୍ତ୍ର କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି, ଏଥିନିମନ୍ତେ ବିନତିପୂର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ନିମନ୍ତେ ଛକି ବସିଲେ। Viz kapitolaଓଡିଆ ବାଇବେଲ3 ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ । Viz kapitolaପବିତ୍ର ବାଇବଲ (CL) NT (BSI)3 ପାଉଲଙ୍କୁ ଯିରୂଶାଲମକୁ ଆଣି ସେମାନଙ୍କୁ ଅନୁଗୃହୀତ କରିବା ପାଇଁ ସେମାନେ ଫେଷ୍ଟସ୍ଙ୍କୁ ନିବେଦନ କଲେ, କାରଣ ସେମାନେ ପାଉଲଙ୍କୁ ବାଟରେ ହତ୍ୟା କରିବା ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ। Viz kapitola |