Online Bible

- Reklamy -




ପ୍ରେରିତ 25:5 - ପବିତ୍ର ବାଇବଲ

5 ତୁମ୍ଭମାନଙ୍କ ମଧ୍ୟରୁ କେତେକ ନେତା ମଧ୍ୟ ମୋ’ ସହିତ ଗ୍ଭଲନ୍ତୁ। ଯଦି ପାଉଲ କିଛି ଭୁଲ୍ କରିଛନ୍ତି, ତେବେ ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ ଆଣନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାʼର ବିରୁଦ୍ଧରେ ଅଭିଯୋଗ କରନ୍ତୁ।

Viz kapitola kopírovat

ଓଡିଆ ବାଇବେଲ

5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

5 ଯଦି ସେ କିଛି ଦୋଷ କରିଛି, ତେବେ ତୁମର ନେତାମାନେ ମୋ’ ସହିତ ସିସେରିଆକୁ ଯାଆନ୍ତୁ ଓ ତା’ ବିରୁଦ୍ଧରେ ସେମାନଙ୍କ ଅଭିଯୋଗ ଉପସ୍ଥାପିତ କରନ୍ତୁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ।

Viz kapitola kopírovat




ପ୍ରେରିତ 25:5

Následuj nás:

Reklamy


Reklamy