Online Bible

- Reklamy -




ପ୍ରେରିତ 25:9 - ପବିତ୍ର ବାଇବଲ

9 କିନ୍ତୁ ଫେଷ୍ଟ ଯିହୂଦୀମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପଗ୍ଭରିଲେ, “ତୁମ୍ଭେ ମୋ’ ଦ୍ୱାରା ଏହି ଅଭିଯୋଗ ସମ୍ବନ୍ଧରେ ବିଗ୍ଭର କରାଯିବା ପାଇଁ ଯିରୁଶାଲମ ଯିବା ପାଇଁ କି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 କିନ୍ତୁ ଫେଷ୍ଟ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ଘେନି ବିଚାରିତ ହେବାକୁ ଇଚ୍ଛା କରୁଅଛ?

Viz kapitola kopírovat

ଓଡିଆ ବାଇବେଲ

9 କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

9 କିନ୍ତୁ ଫେଷ୍ଟସ୍ ଇହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଚାହିଁ ପାଉଲଙ୍କୁ ପଚାରିଲେ, “ଯିରୂଶାଲମକୁ ଯିବା ପାଇଁ ଓ ସେଠାରେ ମୋ’ ସମ୍ମୁଖରେ ଏହିସବୁ ଅଭିଯୋଗରେ ବିଚାରିତ ହେବା ପାଇଁ ତୁମେ କ’ଣ ରାଜି ହେବ?”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?

Viz kapitola kopírovat




ପ୍ରେରିତ 25:9

Následuj nás:

Reklamy


Reklamy