ପ୍ରେରିତ 26:15 - ପବିତ୍ର ବାଇବଲ15 “ମୁଁ ପଗ୍ଭରିଲି, ‘ପ୍ରଭୁ, ଆପଣ କିଏ?’ “ସେ କହିଲେ, ‘ମୁଁ ସେହି ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।’ Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେଥିରେ ମୁଁ କହିଲି, ପ୍ରଭୋ, ଆପଣ କିଏ? ତେଣୁ ପ୍ରଭୁ କହିଲେ, ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି। Viz kapitolaଓଡିଆ ବାଇବେଲ15 ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ ? ତେଣୁ ପ୍ରଭୁ କହିଲେ ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି । Viz kapitolaପବିତ୍ର ବାଇବଲ (CL) NT (BSI)15 ମୁଁ ପଚାରିଲି, ‘ପ୍ରଭୁ, ଆପଣ କିଏ?’ ପ୍ରଭୁ ଉତ୍ତର ଦେଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମେ ଉତ୍ପୀଡ଼ନ କରୁଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ “ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି। Viz kapitola |