ପ୍ରେରିତ 26:20 - ପବିତ୍ର ବାଇବଲ20 ମୁଁ ପ୍ରଥମେ ଦମ୍ମେସକ ନଗରରେ, ପରେ ଯିରୁଶାଲମରେ ସମଗ୍ର ଯିହୂଦା ଓ ଅଣଯିହୂଦୀ ଦେଶମାନଙ୍କରେ ମଧ୍ୟ ପ୍ରଗ୍ଭର କଲି। ମୁଁ ସେମାନଙ୍କୁ ଅନୁତାପ କରି ପରମେଶ୍ୱରଙ୍କ ପାଖକୁ ଫେରିବା ପାଇଁ କହିଲି। ସେମାନଙ୍କ ହୃଦୟ ପରିବର୍ତ୍ତନ ପାଇଁ ଉଚିତ୍ କାର୍ଯ୍ୟ କରିବା ପାଇଁ ମଧ୍ୟ କହିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ପ୍ରଥମେ ଦାମାସ୍କସ୍ର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୁଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି ବିଜାତିମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ଵରଙ୍କ ପ୍ରତି ଫେରିଆସନ୍ତି ଓ ମନ ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି। Viz kapitolaଓଡିଆ ବାଇବେଲ20 କିନ୍ତୁ ପ୍ରଥମେ ଦମ୍ମେସକର ଓ ଯିରୂଶାଲମର ଲୋକମାନଙ୍କ ନିକଟରେ, ପରେ ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୂଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ ପରିବର୍ତ୍ତନ କରି ଈଶ୍ୱରଙ୍କ ପ୍ରତି ଫେରିଆସନ୍ତି ଓ ମନପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)20 ମୁଁ ପ୍ରଥମେ ଦାମାସ୍କସ୍ ଓ ଯିରୂଶାଲମରେ ଓ ତା’ପରେ ସମଗ୍ର ଯିହୁଦା ପ୍ରଦେଶ ଓ ଅଣଇହୁଦୀମାନଙ୍କ ମଧ୍ୟରେ ପ୍ରଚାର କଲି, ଯେପରି ସେମାନେ ପାପ ନିମନ୍ତେ ଅନୁତପ୍ତ ହୋଇ ପ୍ରଭୁଙ୍କ ନିକଟକୁ ଫେରିବେ ଓ ସେମାନେ ଯେ ଅନୁତାପ କରିଛନ୍ତି, ତା’ କାର୍ଯ୍ୟରେ ଦେଖାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି। Viz kapitola |