ପ୍ରେରିତ 26:21 - ପବିତ୍ର ବାଇବଲ21 “ଏଥିପାଇଁ ମନ୍ଦିରରେ ଥିବା ସମୟରେ ଯିହୂଦୀମାନେ ମୋତେ ବନ୍ଦୀ କଲେ, ଓ ମାରିବାକୁ ଚେଷ୍ଟା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହି କାରଣରୁ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ। Viz kapitolaଓଡିଆ ବାଇବେଲ21 ଏହି କାରଣରୁ ଯିହୂଦୀମାନେ ମନ୍ଦିରର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ । Viz kapitolaପବିତ୍ର ବାଇବଲ (CL) NT (BSI)21 ଏହି କାରଣରୁ ମୁଁ ମନ୍ଦିରରେ ଥିବା ସମୟରେ ଇହୁଦୀମାନେ ମୋତେ ଧରି ହତ୍ୟା କରିବାକୁ ଉଦ୍ୟମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ। Viz kapitola |