Online Bible

- Reklamy -




ପ୍ରେରିତ 26:23 - ପବିତ୍ର ବାଇବଲ

23 ସେମାନେ କହିଛନ୍ତି, ଖ୍ରୀଷ୍ଟ ମୃତ୍ୟୁବରଣ କରିବେ ଓ ମୃତ୍ୟୁରୁ ପୁନରୁ‌‌ତ୍‌‌ଥିତ ହେଉଥିବା ପ୍ରଥମ ବ୍ୟକ୍ତି ହେବେ। ମୋଶା ଓ ଭାବବାଦୀମାନେ କହିଛନ୍ତି, କେବଳ ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଆଲୋକ ଦେଖାଇବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଅର୍ଥାତ୍, ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ଵଜାତି ଓ ବିଜାତିମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।

Viz kapitola kopírovat

ଓଡିଆ ବାଇବେଲ

23 ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

23 ମସୀହ ଦୁଃଖଭୋଗ କରିବେ ଓ ମୃତମାନଙ୍କ ମଧ୍ୟରେ ସର୍ବପ୍ରଥମେ ପୁନରୁତ୍ଥିତ ହୋଇ ଇହୁଦୀ ଓ ଅଣଇହୁଦୀମାନଙ୍କ ନିକଟରେ ପରିତ୍ରାଣର ଆଲୋକ ପ୍ରକାଶ କରିବେ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।

Viz kapitola kopírovat




ପ୍ରେରିତ 26:23

Následuj nás:

Reklamy


Reklamy