ପ୍ରେରିତ 26:24 - ପବିତ୍ର ବାଇବଲ24 ପାଉଲ ଆତ୍ମରକ୍ଷା ପାଇଁ ଏହିସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜୋର୍ରେ କହିଲେ, “ପାଉଲ, ତୁମ୍ଭେ ପାଗଳ। ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହୋଇ ଯାଇଛ।” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏହି ପ୍ରକାରେ ସେ ଆତ୍ମପକ୍ଷସମର୍ଥନ କରୁଥିବା ସମୟରେ ଫେଷ୍ଟ ଉଚ୍ଚସ୍ଵରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି। Viz kapitolaଓଡିଆ ବାଇବେଲ24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)24 ଏହି ପ୍ରକାରେ ପାଉଲ ନିଜତ ପକ୍ଷ ସମର୍ଥନ କରି କହୁଥିବାବେଳେ ଫେଷ୍ଟସ୍ ଚିକ୍ରାର କରି କହିଲେ, “ପାଉଲ, ତୁମେ ପାଗଳ! ତୁମର ଉଚ୍ଚ ଶିକ୍ଷା ତୁମକୁ ପାଗଳ କରି ଦେଇଛି!” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି। Viz kapitola |