ପ୍ରେରିତ 26:28 - ପବିତ୍ର ବାଇବଲ28 ଆଗ୍ରିପ୍ପା ପାଉଲଙ୍କୁ କହିଲେ, “ତୁମ୍ଭେ କ’ଣ ଏତେ ସହଜରେ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?” Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରି ପାର ବୋଲି ମନେ କରୁଅଛ। Viz kapitolaଓଡିଆ ବାଇବେଲ28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିଆନ କରି ପାର ବୋଲି ମନେ କରୁଅଛ । Viz kapitolaପବିତ୍ର ବାଇବଲ (CL) NT (BSI)28 ଆଗ୍ରୀପା ପାଉଲଙ୍କୁ ଉତ୍ତର ଦେଲେ, “ଏହି ଅଳ୍ପ ସମୟ ମଧ୍ୟରେ ତୁମେ କ’ଣ ମୋତେ ଖ୍ରୀଷ୍ଟିୟାନ କରିଦେବ ବୋଲି ଭାବୁଛ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ। Viz kapitola |