Online Bible

- Reklamy -




ପ୍ରେରିତ 26:29 - ପବିତ୍ର ବାଇବଲ

29 ପାଉଲ ଉତ୍ତର ଦେଲେ, “ପରମେଶ୍ୱର କରନ୍ତୁ, ଶୀଘ୍ର ବା ବିଳମ୍ବରେ ହେଉ, ଆପଣ ଓ ଅନ୍ୟ ସମସ୍ତେ, ମୋ’ କଥା ଶୁଣି, ପରିତ୍ରାଣ ପାଆନ୍ତୁ ଓ କୌଣସି ବନ୍ଧନ ବିନା ମୋ’ ପରି ହୁଅନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହନ୍ତି, ମାତ୍ର ଯେତେ ଲୋକ ଆଜି ମୋର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରୁଅଛି।

Viz kapitola kopírovat

ଓଡିଆ ବାଇବେଲ

29 ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

29 ପାଉଲ ଉତ୍ତର ଦେଲେ, “ଅଳ୍ପ ସମୟ ହେଉ, ଅବା ବହୁତ ସମୟ ହେଉ, ଈଶ୍ୱରଙ୍କଠାରେ ମୋର ଏତିକି ପ୍ରାର୍ଥନା, ଆପଣ ଓ ଆଜି ମୋର କଥା ଶୁଣିଥବା ସମସ୍ତେ ମୋ’ ପରି ହୁଅନ୍ତୁ - ଅବଶ୍ୟ ଏହିପରି ଶିକୁଳିରେ ବନ୍ଧା ହୁଅନ୍ତୁ ବୋଲି ମୁଁ କହୁନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।

Viz kapitola kopírovat




ପ୍ରେରିତ 26:29

Následuj nás:

Reklamy


Reklamy