Online Bible

- Reklamy -




ପ୍ରେରିତ 27:10 - ପବିତ୍ର ବାଇବଲ

10 ଏହା ଦ୍ୱାରା ଯେ କେବଳ ଜାହାଜ ଓ ଜିନିଷପତ୍ରର କ୍ଷତି ଘଟିବ ତାହା ନୁହେଁ, ହୁଏତ ଆମ୍ଭମାନଙ୍କର ଜୀବନ ମଧ୍ୟ ଗ୍ଭଲିଯାଇପାରେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ମହାଶୟମାନେ, ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି।

Viz kapitola kopírovat

ଓଡିଆ ବାଇବେଲ

10 ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

10 “ବନ୍ଧୁଗଣ, ମୁଁ ଜାଣିପାରୁଛି ଯେ, ଯଦି ଆମେ ଏଠାରୁ ପୁଣି ଜଳଯାତ୍ରା ଆରମ୍ଭ କରିବା, ତାହା ବିପଦସଙ୍କୁଳ ହେବ। ଏହା ଦ୍ୱାରା କେବଳ ଯେ ଜାହାଜ ଓ ମାଲପତ୍ରର କ୍ଷତି ହେବ, ତାହା ନୁହେଁ, ଯାତ୍ରୀମାନଙ୍କର ପ୍ରାଣହାନିର ମଧ୍ୟ ଆଶଙ୍କା ଅଛି।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି।

Viz kapitola kopírovat




ପ୍ରେରିତ 27:10

Následuj nás:

Reklamy


Reklamy