Online Bible

- Reklamy -




ପ୍ରେରିତ 27:12 - ପବିତ୍ର ବାଇବଲ

12 ସେହି ବନ୍ଦରଟି ଶୀତ କଟେଇବା ପାଇଁ ଅନୁପଯୁକ୍ତ ଥିଲା। ତେଣୁ ଜାହାଜର ଅଧିକାଂଶ ନାବିକ ଫୈନୀ‌କ୍‌‌ସ୍‌ରେ ପହଞ୍ଚିବା ଆଶାରେ ସେଠାରେ ଆମ୍ଭ ସହିତ ଯିବା ପାଇଁ ଓ ଶୀତଋତୁ କଟେଇବା ପାଇଁ ପରାମର୍ଶ ଦେଲେ। ଫୈନୀ‌କ୍‌ସ୍ କ୍ରୀତି ଉପଦ୍ୱୀପର ଗୋଟିଏ ନଗର। ଫୈନୀ‌କ୍‌ସ୍ ଗୋଟିଏ ବନ୍ଦର। ତାହା ଉଭୟ ଉତ୍ତରପୂର୍ବ ଓ ଦକ୍ଷିଣ ପୂର୍ବ ଦିଗକୁ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନୀକ୍‍ସ୍‍ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନୀକ୍‍ସ୍‍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ।

Viz kapitola kopírovat

ଓଡିଆ ବାଇବେଲ

12 ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

12 ଶୀତ ଦିନ କଟାଇବା ପାଇଁ ବନ୍ଦରଟି ସୁବିଧାଜନକ ନ ଥିଲା, ଏଣୁ ଯାତ୍ରୀମାନଙ୍କ ମଧ୍ୟରୁ ଅନେକେ ସମୁଦ୍ର ଯାତ୍ରା କରି ଯଦି ସମ୍ଭବ ହୁଏ, ଫୀନିକ୍ସ୍ରେ ଶୀତ କାଳ କଟାଇବା ସପକ୍ଷରେ ଥିଲେ। ଫୀନିକ୍ସ୍ ଦକ୍ଷିଣ ପଶ୍ଚିମ ଓ ଉତ୍ତର ପଶ୍ଚିମ ଆଡ଼କୁ ମୁହଁ କରି ରହିଥିବା କ୍ରୀଟର ଗୋଟିଏ ବନ୍ଦର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।

Viz kapitola kopírovat




ପ୍ରେରିତ 27:12

Následuj nás:

Reklamy


Reklamy