Online Bible

- Reklamy -




ପ୍ରେରିତ 27:31 - ପବିତ୍ର ବାଇବଲ

31 କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

31 ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

31 କିନ୍ତୁ ପାଉଲ ସେନାପତି ଓ ସୈନ୍ୟମାନଙ୍କୁ କହିଲେ, “ନାବିକମାନେ ଜାହାଜରେ ନ ରହିଲେ, ଆପଣମାନଙ୍କ ରକ୍ଷା ପାଇବାର ଆଉ ଆଶା ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।

Viz kapitola kopírovat




ପ୍ରେରିତ 27:31

Následuj nás:

Reklamy


Reklamy