ପ୍ରେରିତ 27:33 - ପବିତ୍ର ବାଇବଲ33 ପାହାନ୍ତିଆ ସମୟର ଠିକ୍ ପୂର୍ବରୁ ପାଉଲ ସେମାନଙ୍କୁ କିଛି ଖାଦ୍ୟ ଖାଇବା ପାଇଁ ଅନୁରୋଧ କଲେ। ସେ କହିଲେ, “ତୁମ୍ଭେମାନେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚଉଦ ଦିନ ଧରି ତୁମ୍ଭେମାନେ ଖାଦ୍ୟ ସ୍ପର୍ଶ କରି ନାହଁ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି। Viz kapitolaଓଡିଆ ବାଇବେଲ33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)33 ଭୋର ହେବା ପୂର୍ବରୁ ପାଉଲ ସମସ୍ତଙ୍କୁ ଖାଇବା ପାଇଁ ଅନୁଯୋଗ କଲେ। ସେ କହିଲେ, “ଏହି ଚଉଦ ଦିନ ହେଲାଣି, ଆପଣମାନେ କିଛି ଖାଇ ନାହାନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି। Viz kapitola |