Online Bible

- Reklamy -




ପ୍ରେରିତ 27:39 - ପବିତ୍ର ବାଇବଲ

39 ଦିନ ହେଲା, ମାତ୍ର ନାବିକମାନେ ସେହି ସ୍ଥାନଟି ଚିହ୍ନି ପାରିଲେ ନାହିଁ। ସେମାନେ ଗୋଟିଏ ଉପସାଗର କୂଳରେ ବାଲିତଟ ଦେଖିଲେ। ସମ୍ଭବ ହେଲେ ସେହି କୂଳରେ ଜାହାଜ ଲଗେଇବା ପାଇଁ ସ୍ଥିର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

39 ଦିନ ହୁଅନ୍ତେ, ସେସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ।

Viz kapitola kopírovat

ଓଡିଆ ବାଇବେଲ

39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

39 ପରଦିନ ସକାଳେ କୂଳର କେଉଁ ସ୍ଥାନରେ ଆସି ସେମାନେ ପହଞ୍ôଚଛନ୍ତି, ନାବିକମାନେ ଜାଣିପାରିଲେ ନାହିଁ; କିନ୍ତୁ ସେମାନେ ଦେଖିଲେ, ତାହା ଗୋଟିଏ ଉପସାଗରର ବେଳାଭୂମି। ସେଠାରେ ଜାହାଜ ଲଗାଇବା ପାଇଁ ସ୍ଥିର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ।

Viz kapitola kopírovat




ପ୍ରେରିତ 27:39

Následuj nás:

Reklamy


Reklamy