ପ୍ରେରିତ 27:6 - ପବିତ୍ର ବାଇବଲ6 ସେଠାରେ ଯୂଲିଅ ଆଲେକ୍ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। Viz kapitolaଓଡିଆ ବାଇବେଲ6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ । Viz kapitolaପବିତ୍ର ବାଇବଲ (CL) NT (BSI)6 ସେଠାରେ ଉକ୍ତ ସେନାପତି ଆଲେକ୍ଜାଣ୍ଡ୍ରିଆର ଏକ ଜାହାଜ ଇଟାଲୀକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବାର ଦେଖି ଆମ୍ଭମାନଙ୍କୁ ସେଥିରେ ବସାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। Viz kapitola |