ପ୍ରେରିତ 28:13 - ପବିତ୍ର ବାଇବଲ13 ସେଠାରୁ ବାହାରି ଆମ୍ଭେ ରେଗିୟ ନଗରରେ ପହଞ୍ଚିଲୁ। ସେଠାରେ ଗୋଟିଏ ଦିନ ରହିବା ପରେ ଦକ୍ଷିଣା ପବନ ବହିଲା। ଆମ୍ଭେ ଦ୍ୱିତୀୟ ଦିନ ପୁତେଅଲୀ ନଗରରେ ପହଞ୍ଚିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେସ୍ଥାନରୁ ବୁଲି ରେଗୀୟରେ ପହଞ୍ଚିଲୁ। ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ଵିତୀୟ ଦିନରେ ପୁତେଅଲୀକୁ ଆସିଲୁ; Viz kapitolaଓଡିଆ ବାଇବେଲ13 ପୁଣି, ସେ ସ୍ଥାନରୁ ବୁଲି ରେଗୀୟରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲିକୁ ଆସିଲୁ; Viz kapitolaପବିତ୍ର ବାଇବଲ (CL) NT (BSI)13 ସେଠାରୁ ପୁଣି ଯାତ୍ରା କରି ରିଜିୟମ୍ ସହରରେ ପହଞ୍ଚିଲୁ। ତା’ପର ଦିନ ଦକ୍ଷିଣା ପବନ ବହିଲା ଓ ଆଉ ଦୁଇ ଦିନ ପରେ ପୁତିଓଲି ସହରରେ ପହଞ୍ଚିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ; Viz kapitola |