ପ୍ରେରିତ 28:14 - ପବିତ୍ର ବାଇବଲ14 ସେଠାରେ ଆମ୍ଭେ କେତେକ ଭାଇମାନଙ୍କୁ ଭେଟିଲୁ। ସେମାନେ ଆମ୍ଭକୁ ସେଠାରେ ସାତ ଦିନ ରହିବାକୁ ଅନୁରୋଧ କଲେ। ତା'ପରେ ଆମ୍ଭେ ରୋମକୁ ଆସିଲୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହିପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ। Viz kapitolaଓଡିଆ ବାଇବେଲ14 ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଅମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ । Viz kapitolaପବିତ୍ର ବାଇବଲ (CL) NT (BSI)14 ସେଠାରେ କେତେ ଜଣ ଖ୍ରୀଷ୍ଟ ବିଶ୍ୱାସୀଙ୍କର ଦେଖା ପାଇଲୁ। ସେମାନଙ୍କ ସହିତ ହପ୍ତାଏ କାଳ ରହିବା ପାଇଁ ସେମାନେ ଆମକୁ ଅନୁରୋଧ କଲେ। ଶେଷରେ ରୋମରେ ଯାଇ ପହଞ୍ଚିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ। Viz kapitola |