ପ୍ରେରିତ 28:17 - ପବିତ୍ର ବାଇବଲ17 ପାଉଲ ତିନି ଦିନ ପରେ ଯିହୂଦୀନେତାମାନଙ୍କୁ ଡକାଇଲେ। ସେମାନେ ଏକତ୍ରିତ ହେଲା ପରେ ସେ ସେମାନଙ୍କୁ କହିଲେ, “ଭାଇମାନେ, ମୁଁ ଯଦି ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ ବା ଆମ୍ଭ ପୂର୍ବପୁରୁଷମାନଙ୍କ ପରମ୍ପରା ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ମୋତେ ଯିରୁଶାଲମରେ ବନ୍ଦୀ କରି ରୋମୀୟମାନଙ୍କ ପାଖରେ ସମର୍ପିତ କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ, ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ଵଜାତି ବିରୁଦ୍ଧରେ କିମ୍ଵା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀ ରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି। Viz kapitolaଓଡିଆ ବାଇବେଲ17 ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି । Viz kapitolaପବିତ୍ର ବାଇବଲ (CL) NT (BSI)17 ତିନିଦିନ ପରେ ପାଉଲ ସ୍ଥାନୀୟ ଇହୁଦୀ ନେତାମାନଙ୍କୁ ଏକ ସଭାରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କଲେ। ସେମାନେ ଏକତ୍ରିତ ହେବାକୁ ପାଉଲ ସେମାନଙ୍କୁ କହିଲେ: “ଇଶ୍ରାଏଲୀୟ ଭାଇମାନେ, ଆମ ଲୋକମାନଙ୍କ ବିରୁଦ୍ଧରେ କିମ୍ବା ଆମ ପିତୃପୁରୁଷମାନଙ୍କଠାରୁ ଆମେ ପାଇଥିôବା ରୀତିନୀତି ବିରୁଦ୍ଧରେ ମୁଁ କିଛି କରି ନ ଥିଲେ ସୁଦ୍ଧା, ଯିରୂଶାଲମରେ ମୁଁ ବନ୍ଦୀ ହୋଇ ରୋମୀୟମାନଙ୍କ ହାତରେ ସମର୍ପିତ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି। Viz kapitola |