Online Bible

- Reklamy -




ପ୍ରେରିତ 28:19 - ପବିତ୍ର ବାଇବଲ

19 କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତିରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବେଦନ କରିବା ପାଇଁ ବାଧ୍ୟ ହେଲି। ମୋର କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧରେ କୌଣସି ଆପତ୍ତି ଅଭିଯୋଗ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ଵଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।

Viz kapitola kopírovat

ଓଡିଆ ବାଇବେଲ

19 କିନ୍ତୁ ଯିହୂଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

19 କିନ୍ତୁ ଇହୁଦୀମାନେ ଏହାର ବିରୋଧ କରିବାରୁ, ମୋ’ ନିଜ ଲୋକମାନଙ୍କ ବିରୁଦ୍ଧରେ ମୋର କୌଣସି ଅଭିଯୋଗ ନ ଥିବା ସତ୍ତ୍ୱେ, ମୁଁ ସମ୍ରାଟଙ୍କୁ ଆବେଦନ କରିବା ପାଇଁ ବାଧ୍ୟ ହେଲି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।

Viz kapitola kopírovat




ପ୍ରେରିତ 28:19

Následuj nás:

Reklamy


Reklamy