ପ୍ରେରିତ 28:2 - ପବିତ୍ର ବାଇବଲ2 ବହୁତ ଥଣ୍ଡା ଲାଗୁଥିଲା, ଦ୍ୱୀପର ବାସିନ୍ଦାମାନେ ଆମ୍ଭମାନଙ୍କ ପ୍ରତି ବହୁତ ଦୟା ଦେଖାଇଲେ। ସେମାନେ ଆମ୍ଭପାଇଁ ନିଆଁ ଜଳେଇ ଆମ୍ଭକୁ ସ୍ୱାଗତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ। Viz kapitolaଓଡିଆ ବାଇବେଲ2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅବ୍ୟର୍ଥନା କଲେ । Viz kapitolaପବିତ୍ର ବାଇବଲ (CL) NT (BSI)2 ସେଠାକାର ଆଦିମ ଅଧିବାସୀମାନେ ଆମ୍ଭମାନଙ୍କ ପ୍ରତି ସ୍ନେହଭାବ ଦେଖାଇଲେ। ସେତେବେଳେ ବର୍ଷା ପଡ଼ି ଶୀତ ହେଉଥିଲା। ତେଣୁ ସେମାନେ ନିଅାଁ ଜାଳି ଆମମାନଙ୍କୁ ସ୍ୱାଗତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ। Viz kapitola |