Online Bible

- Reklamy -




ପ୍ରେରିତ 28:26 - ପବିତ୍ର ବାଇବଲ

26 ‘ଏହି ଲୋକମାନଙ୍କ ପାଖକୁ ଯାଅ ଓ ସେମାନଙ୍କୁ କୁହ ଯେ ତୁମ୍ଭେମାନେ ଶୁଣିବ, କିନ୍ତୁ ବୁଝିବ ନାହିଁ। ତୁମ୍ଭେମାନେ ଗ୍ଭହୁଁଥିବ, ଓ ଦେଖୁଥିବ କିନ୍ତୁ ତୁମ୍ଭେ ଯାହା ଦେଖିବ, ତାହା ବୁଝିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 “ଏହି ଲୋକମାନଙ୍କ ନିକଟକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

26 ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ,କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

26 ସେ କହିଥିଲେ: ‘ଏ ଲୋକମାନଙ୍କୁ ଯାଇ କୁହ - ତୁମ୍ଭେମାନେ ଶୁଣିବ, ବହୁତ ଶୁଣିବ, କିଛି ବୁଝିବ ନାହିଁ। ତୁମ୍ଭେମାନେ ଚାହିଁ ରହିବ, କିନ୍ତୁ ଦେଖିପାରିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 “ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;

Viz kapitola kopírovat




ପ୍ରେରିତ 28:26

Následuj nás:

Reklamy


Reklamy