Online Bible

- Reklamy -




ପ୍ରେରିତ 28:28 - ପବିତ୍ର ବାଇବଲ

28 “ତେଣୁ ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣି ରଖ ଯେ, ପରମେଶ୍ୱର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି। ସେମାନେ ତାହାକୁ ଶୁଣିବେ, ପୁଣି ଗ୍ରହଣ କରିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

28 ଅତଏବ, ଈଶ୍ଵରଙ୍କର ଏହି ପରିତ୍ରାଣ ବିଜାତିମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହେଉନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।

Viz kapitola kopírovat

ଓଡିଆ ବାଇବେଲ

28 ଅତଏବ ଈଶ୍ୱରଙ୍କ ଏହି ପରିତ୍ରାଣ ଅଣଯିହୂଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

28 ଉପସଂହାରରେ ପାଉଲ କହିଲେ, “ସୁତରାଂ ତୁମ୍ଭେମାନେ ଜାଣି ରଖ, ପରିତ୍ରାଣ ପାଇଁ ଈଶ୍ୱରଙ୍କ ଶୁଭବାର୍ତ୍ତା ଅଣଇହୁଦୀମାନଙ୍କ ନିକଟକୁ ପଠାଯାଇଛି। ସେମାନେ ତା’ ଶୁଣିବେ।’

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।

Viz kapitola kopírovat




ପ୍ରେରିତ 28:28

Následuj nás:

Reklamy


Reklamy