ପ୍ରେରିତ 28:30 - ପବିତ୍ର ବାଇବଲ30 ପାଉଲ ଦୁଇ ବର୍ଷ ପର୍ଯ୍ୟନ୍ତ ନିଜର ଭଡ଼ା ଘରେ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ, Viz kapitolaଓଡିଆ ବାଇବେଲ30 ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ, Viz kapitolaପବିତ୍ର ବାଇବଲ (CL) NT (BSI)30 ପାଉଲ ଗୋଟିଏ ଘର ଭଡ଼ା ନେଇ ଦୁଇ ବର୍ଷ ପର୍ଯ୍ୟନ୍ତ ରହିଲେ ଏବଂ ତାଙ୍କୁ ଦେଖିବା ପାଇଁ ଆସୁଥିବା ସମସ୍ତଙ୍କୁ ସେଠାରେ ସ୍ୱାଗତ କରୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ, Viz kapitola |