ପ୍ରେରିତ 28:4 - ପବିତ୍ର ବାଇବଲ4 ସେଠାର ବାସିନ୍ଦାମାନେ ତାହାଙ୍କ ହାତରେ ସାପ ଝୁଲୁ ଥିବାର ଦେଖିଲେ। ସେମାନେ ନିଜ ନିଜ ଭିତରେ କୁହା କୁହି ହେଲେ, “ଏ ଲୋକଟିର ନିଶ୍ଚୟ ମୃତ୍ୟୁ ହେବ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ୟାୟ ଏହାକୁ ବଞ୍ଚିବା ପାଇଁ ଦେଲା ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)4 ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲୁଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ। Viz kapitolaଓଡିଆ ବାଇବେଲ4 ବର୍ବରମାନେ ତାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)4 ସ୍ଥାନୀୟ ଅଧିବାସୀମାନେ ପାଉଲଙ୍କ ହାତରେ ଝୁଲୁଥିବା ସାପଟିକୁ ଦେଖି ପରସ୍ପରକୁ କୁହାକୁହି ହେଲେ, “ଏ ନିଶ୍ଚୟ ଜଣେ ନରହନ୍ତା - ଯାହାହେଉ, ସେ ସମୁଦ୍ରରୁ ରକ୍ଷା ପାଇ ଯାଇଥିଲେ ସୁଦ୍ଧା ଦଇବ ହାତରୁ ଆଉ ବଞ୍ଚିବ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ। Viz kapitola |