ପ୍ରେରିତ 3:13 - ପବିତ୍ର ବାଇବଲ13 ନା! ଈଶ୍ୱର ଏହା କରିଛନ୍ତି। ସେ ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର ଅଟନ୍ତି। ସେ ଆମ୍ଭର ସମସ୍ତ ପୂର୍ବପୁରୁଷଙ୍କ ଈଶ୍ୱର ଅଟନ୍ତି। ସେ ତାହାଙ୍କ ମହାନ ସେବକ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି। ମାତ୍ର ତୁମ୍ଭେମାନେ ଯୀଶୁଙ୍କୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିଦେଲ। ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ, କିନ୍ତୁ ତୁମ୍ଭେମାନେ ଯୀଶୁଙ୍କୁ ଗ୍ଭହଁ ନାହିଁ ବୋଲି ପୀଲାତଙ୍କୁ କହିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଅବ୍ରହାମ, ଯିସ୍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ। Viz kapitolaଓଡିଆ ବାଇବେଲ13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ । Viz kapitolaପବିତ୍ର ବାଇବଲ (CL) NT (BSI)13 ଆମ ପୂର୍ବ ପୁରୁଷ ଅବ୍ରହାମଙ୍କ ଈଶ୍ୱର, ଇସ୍ହାକ୍ ଓ ଯାକୁବଙ୍କର ଈଶ୍ୱର ତାଙ୍କ ସେବକ ଯୀଶୁଙ୍କୁ ଐଶ୍ୱରିକ ଗୌରବ ପ୍ରଦାନ କରିଛନ୍ତି। କିନ୍ତୁ ତୁମେ ତାଙ୍କୁ କର୍ତ୍ତୃପକ୍ଷମାନଙ୍କର ହସ୍ତରେ ସମର୍ପଣ କଲ। ଏପରି କି ପୀଲାତ ତାଙ୍କୁ ମୁକ୍ତ କରିବାକୁ ସ୍ଥିର କରିଥିଲେ ସୁଦ୍ଧା, ତାହାଙ୍କୁ ପୀଲାତଙ୍କ ସମ୍ମୁଖରେ ପ୍ରତ୍ୟାଖ୍ୟାନ କଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ବର, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ। Viz kapitola |