ପ୍ରେରିତ 3:15 - ପବିତ୍ର ବାଇବଲ15 ଜୀବନ ଦାନ କରିଥିବା ବ୍ୟକ୍ତିକୁ ତୁମ୍ଭେମାନେ ହତ୍ୟା କଲ, ମାତ୍ର ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭେମାନେ ବି ଏହା ନିଜ ଆଖିରେ ଦେଖିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। Viz kapitolaଓଡିଆ ବାଇବେଲ15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ । Viz kapitolaପବିତ୍ର ବାଇବଲ (CL) NT (BSI)15 ଯେ ଜୀବନର ପଥପ୍ରଦର୍ଶକ, ତୁମେ ତାଙ୍କୁ ବଧ କଲ; କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଆମେ ଏହାର ସାକ୍ଷୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। Viz kapitola |