ପ୍ରେରିତ 3:18 - ପବିତ୍ର ବାଇବଲ18 ଈଶ୍ୱର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ୱାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ୱର ଏ ସବୁ ଘଟଣା ଘଟାଉଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ଈଶ୍ଵର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ଵାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି। Viz kapitolaଓଡିଆ ବାଇବେଲ18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)18 ବହୁପୂର୍ବେ ସମସ୍ତ ଭାବବାଦୀମାନଙ୍କୁ ମୁଖରେ ଈଶ୍ୱର ଘୋଷଣା କରିଥିଲେ ଯେ, ମସୀହଙ୍କୁ ଦୁଃଖଭୋଗ କରିବାକୁ ହେବ। ଏହିପରି ଭାବର ବର୍ତ୍ତମାନ ତାହା ସଫଳ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି। Viz kapitola |