Online Bible

- Reklamy -




ପ୍ରେରିତ 3:20 - ପବିତ୍ର ବାଇବଲ

20 ଏପରି କଲେ ପ୍ରଭୁ ତୁମ୍ଭମାନଙ୍କୁ ଆତ୍ମିକ ଶାନ୍ତି ଦେବେ। ତାହାଙ୍କ ମନୋନୀତ ଖ୍ରୀଷ୍ଟ ଯୀଶୁଙ୍କୁ ମଧ୍ୟ ସେ ତୁମ୍ଭମାନଙ୍କ ପାଖକୁ ପଠାଇଦେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ଵନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ।

Viz kapitola kopírovat

ଓଡିଆ ବାଇବେଲ

20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

20 ପ୍ରଭୁଙ୍କଠାରୁ ତୁମେ ଆଧ୍ୟାତ୍ମିକ ଶକ୍ତି ପାଇବ। ଈଶ୍ୱର ତୁମ୍ଭମାନଙ୍କ ପାଇଁ ପୂର୍ବରୁ ମନୋନୀତ ମସୀହ ଯୀଶୁଙ୍କୁ ପୁନର୍ବାର ପଠାଇବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍‍ ଯୀଶୁଙ୍କୁ ସେ ପ୍ରେରଣ କରିବେ।

Viz kapitola kopírovat




ପ୍ରେରିତ 3:20

Následuj nás:

Reklamy


Reklamy