ପ୍ରେରିତ 3:3 - ପବିତ୍ର ବାଇବଲ3 ସେ ଯେତେବେଳେ ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖିଲା, ସେତେବେଳେ ସେ ସେମାନଙ୍କୁ ପଇସା ମାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଉଦ୍ୟତ ଦେଖି ଭିକ୍ଷା ମାଗିବାକୁ ଲାଗିଲା। Viz kapitolaଓଡିଆ ବାଇବେଲ3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା Viz kapitolaପବିତ୍ର ବାଇବଲ (CL) NT (BSI)3 ପିତର ଓ ଯୋହନଙ୍କୁ ମନ୍ଦିର ଭିତରକୁ ଯିବାର ଦେଖି ସେ ସେମାନଙ୍କୁ ଭିକ ମାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେ ପିତର ଓ ଯୋହନଙ୍କୁ ମନ୍ଦିରରେ ପ୍ରବେଶ କରିବାକୁ ଯାଉଥିବା ଦେଖି ଭିକ୍ଷା ମାଗିବାକୁ ଲାଗିଲା Viz kapitola |